ଦ୍ଵିତୀୟ ବିବରଣ 2:24 - ପବିତ୍ର ବାଇବଲ24 “ସଦାପ୍ରଭୁ ମୋତେ କହିଲେ, ‘ଅର୍ଣ୍ଣୋନ ଉପତ୍ୟକା ପାର ହେବା ପାଇଁ ପ୍ରସ୍ତୁତ ହୁଅ। ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାଙ୍କ ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। ତେଣୁ ତାଙ୍କ ସହିତ ଯୁଦ୍ଧ କର ଓ ତାଙ୍କର ଦେଶ ଅଧିକାର କର। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ। Viz kapitolaଓଡିଆ ବାଇବେଲ24 “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର। Viz kapitola |