ଦ୍ଵିତୀୟ ବିବରଣ 2:29 - ପବିତ୍ର ବାଇବଲ29 ଆମ୍ଭେ ଯର୍ଦ୍ଦନ ନଦୀ ପାର ହେବା ପର୍ଯ୍ୟନ୍ତ ତୁମ୍ଭ ଦେଶ ମଧ୍ୟଦେଇ ଯିବାକୁ ଦିଅ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭକୁ ଯେଉଁ ଦେଶ ଦେଇଛନ୍ତି, ସେ ଦେଶକୁ ଯିବା ପାଇଁ ଆମ୍ଭକୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ। ଅନ୍ୟ ଲୋକମାନେ ଓ ଆଉ ନିବାସୀ ମୋୟାବୀୟମାନେ ଯଥା ଏଷୌର ସନ୍ତାନଗଣ ଆମ୍ଭମାନଙ୍କୁ ଯେପରି ଯିବାକୁ ଦେଇଛନ୍ତି, ସେହିପରି ତୁମ୍ଭେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)29 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ; ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି। Viz kapitolaଓଡିଆ ବାଇବେଲ29 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।” Viz kapitola |