ଦ୍ଵିତୀୟ ବିବରଣ 2:3 - ପବିତ୍ର ବାଇବଲ3 ‘ତୁମ୍ଭେମାନେ ଏହି ପର୍ବତର ଚତୁର୍ପାର୍ଶ୍ୱରେ ବହୁତ ଦିନ ଧରି ଭ୍ରମଣ କରିଅଛ, ତେଣୁ ଉତ୍ତର ଦିଗ ଆଡ଼କୁ ଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଯଥେଷ୍ଟ କାଳ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର। Viz kapitolaଓଡିଆ ବାଇବେଲ3 “ତୁମ୍ଭେମାନେ ଯଥେଷ୍ଟ ସମୟଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର। Viz kapitola |