ଦ୍ଵିତୀୟ ବିବରଣ 2:5 - ପବିତ୍ର ବାଇବଲ5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ, ମୁଁ ତୁମ୍ଭମାନଙ୍କୁ ସେହି ଦେଶ ଦେବି ନାହିଁ। ଏପରିକି ସେହି ଭୂମିରୁ ପାଦେ ମଧ୍ୟ ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। କାରଣ ମୁଁ ସେହି ପର୍ବତମୟ ଦେଶ ସେୟୀରକୁ, ଏଷୌକୁ ଉତ୍ତରାଧିକାରୀ ସୁତ୍ରରେ ଦେଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନଙ୍କ ସହିତ ବିରୋଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ। Viz kapitolaଓଡିଆ ବାଇବେଲ5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ। Viz kapitola |