Online Bible

- Reklamy -




ଦ୍ଵିତୀୟ ବିବରଣ 20:12 - ପବିତ୍ର ବାଇବଲ

12 ଯଦି ସେହି ନଗରର ଲୋକମାନେ ତୁମ୍ଭର ସନ୍ଧିରେ ରାଜି ନ ହୁଅନ୍ତି। ତୁମ୍ଭମାନଙ୍କ ସହିତ ଯୁଦ୍ଧ କରନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଘେରି ଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ଯେବେ ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।

Viz kapitola kopírovat

ଓଡିଆ ବାଇବେଲ

12 ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 20:12

Následuj nás:

Reklamy


Reklamy