ଦ୍ଵିତୀୟ ବିବରଣ 20:14 - ପବିତ୍ର ବାଇବଲ14 କିନ୍ତୁ ସ୍ତ୍ରୀ, ପିଲା, ଗାଈଗୋରୁ ଓ ସମସ୍ତ ଦ୍ରବ୍ୟ ତୁମ୍ଭ ନିଜ ପାଇଁ ନେଇଯାଅ। ତୁମ୍ଭେ ଯାହା ବ୍ୟବହାର କରିବାକୁ ଗ୍ଭହଁ ତୁମ୍ଭର ନେବା ଓ ବ୍ୟବହାର କରିବା ଉଚିତ୍। ଏହିସବୁ ଜିନିଷ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯୁଦ୍ଧରୁ ପ୍ରାପ୍ୟ ଦ୍ରବ୍ୟ ରୂପେ ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ ଓ ବାଳକମାନଙ୍କୁ ଓ ପଶୁମାନଙ୍କୁ ଓ ନଗରର ସର୍ବସ୍ଵ ଆପଣା ନିମନ୍ତେ ଲୁଟ ସ୍ଵରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ। Viz kapitolaଓଡିଆ ବାଇବେଲ14 ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ। Viz kapitola |