ଦ୍ଵିତୀୟ ବିବରଣ 20:17 - ପବିତ୍ର ବାଇବଲ17 ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ। Viz kapitolaଓଡିଆ ବାଇବେଲ17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ। Viz kapitola |