ଦ୍ଵିତୀୟ ବିବରଣ 20:3 - ପବିତ୍ର ବାଇବଲ3 ‘ହେ ଇସ୍ରାଏଲବାସୀ, ମୋର କଥା ଶୁଣ। ଆଜି ତୁମ୍ଭେମାନେ ତୁମ୍ଭର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବ। ତୁମ୍ଭେମାନେ କେବେ ଭୟ କରିବ ନାହିଁ, ତୁମ୍ଭମାନଙ୍କର ହୃଦୟ ଦୁର୍ବଳ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। Viz kapitolaଓଡିଆ ବାଇବେଲ3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ। Viz kapitola |