ଦ୍ଵିତୀୟ ବିବରଣ 20:7 - ପବିତ୍ର ବାଇବଲ7 ଆଉ କୌଣସି ଲୋକର ଏକ ସ୍ତ୍ରୀ ଲୋକକୁ ବିବାହ ପାଇଁ ସ୍ୱୀକୃତି ହୋଇଛି କିନ୍ତୁ ତାକୁ ଏପର୍ଯ୍ୟନ୍ତ ବିବାହ କରି ନାହିଁ। ସେ ଫେରି ଆପଣା ଗୃହକୁ ଯାଉ। ଯଦି ସେ ଯୁଦ୍ଧରେ ମରିଯାଏ, ଅନ୍ୟ କେହି ତାକୁ ବିବାହ କରିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକି ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ। Viz kapitolaଓଡିଆ ବାଇବେଲ7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।” Viz kapitola |