ଦ୍ଵିତୀୟ ବିବରଣ 20:8 - ପବିତ୍ର ବାଇବଲ8 “ଅଧିକାରୀଗଣ ଲୋକମାନଙ୍କୁ କହିବେ, ‘ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି କି? ସେ ଫେରି ଆପଣା ଗୃହକୁ ଯାଉ, ଯେମିତି ସେ ତା'ର ଭାଇର ହୃଦୟକୁ ଭୟରେ ତରଳାଇ ନ ଦେଉ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ। Viz kapitolaଓଡିଆ ବାଇବେଲ8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।” Viz kapitola |