Online Bible

- Reklamy -




ଦ୍ଵିତୀୟ ବିବରଣ 21:10 - ପବିତ୍ର ବାଇବଲ

10 “ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗଲେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେମାନେ ସେମାନଙ୍କୁ ବନ୍ଦୀକରି ଘେନିଯାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;

Viz kapitola kopírovat

ଓଡିଆ ବାଇବେଲ

10 ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;

Viz kapitola kopírovat




ଦ୍ଵିତୀୟ ବିବରଣ 21:10

Následuj nás:

Reklamy


Reklamy