ଦ୍ଵିତୀୟ ବିବରଣ 21:14 - ପବିତ୍ର ବାଇବଲ14 ଯେବେ ତାହା ଉପରେ ତୁମ୍ଭେ ସନ୍ତୁଷ୍ଟ ନୁହଁ, ତେବେ ତୁମ୍ଭେ ତାକୁ ଛାଡ଼ପତ୍ର ଦେବ ଏବଂ ତା'ର ଇଚ୍ଛା ଅନୁସାରେ ତାକୁ ଯିବାକୁ ଦେବ। ମାତ୍ର ଟଙ୍କା ବିନିମୟରେ ତାକୁ କାହାକୁ ବିକିବ ନାହିଁ। ତୁମ୍ଭେ ତା’ ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ। କାରଣ ତୁମ୍ଭେ ତାହା ସହିତ ସହବାସ କରିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ। Viz kapitolaଓଡିଆ ବାଇବେଲ14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ। Viz kapitola |