Online Bible

- Reklamy -

ଦ୍ଵିତୀୟ ବିବରଣ 21:15 - ପବିତ୍ର ବାଇବଲ

15 “ଯଦି କୌଣସି ଲୋକର ଦୁଇଟି ସ୍ତ୍ରୀ ଥାଏ, ସେ ଜଣକୁ ଅନ୍ୟ ଜଣ ଅପେକ୍ଷା ଅଧିକ ଭଲ ପାଉଥାଏ, ଏବଂ ଯଦି ସେହି ଦୁଇଜଣ ଯାକ ତୁମ୍ଭର ପୁତ୍ର ସନ୍ତାନ ପ୍ରସବ କରନ୍ତି। ଯଦି ପ୍ରଥମ ପୁତ୍ରକୁ ତୁମ୍ଭେ ଭଲ ପାଉ ନ ଥିବା ସ୍ତ୍ରୀ ଜନ୍ମ ଦେଇଥାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;

Viz kapitola kopírovat

ଦ୍ଵିତୀୟ ବିବରଣ 21:15

Následuj nás:

Reklamy

Reklamy