ଦ୍ଵିତୀୟ ବିବରଣ 21:17 - ପବିତ୍ର ବାଇବଲ17 ମାତ୍ର ସେ ଅପ୍ରିୟର ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବଶ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ। କାରଣ ସେ ତା'ର ଶକ୍ତିର ପ୍ରଥମଜାତ ସନ୍ତାନ ଓ ଜ୍ୟେଷ୍ଠ ଅଧିକାର ତା'ର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ଵୀକାର କରି ଆପଣା ସର୍ବସ୍ଵରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ; ଜ୍ୟେଷ୍ଠାଧିକାର ତାହାରି ଅଟେ। Viz kapitolaଓଡିଆ ବାଇବେଲ17 ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ। Viz kapitola |