Online Bible

- Reklamy -

ଦ୍ଵିତୀୟ ବିବରଣ 21:18 - ପବିତ୍ର ବାଇବଲ

18 “ଯେବେ କାହାର ପୁତ୍ର ଅବାଧ୍ୟ ଓ ପିତାମାତାଙ୍କ କଥା ପାଳନ ନ କରେ, ପିତାମାତାଙ୍କ ପ୍ରତି ଅବଜ୍ଞା ପ୍ରଦର୍ଶନ କରେ। ସେମାନଙ୍କ ତାଗି‌ଦ୍‌ସତ୍ତ୍ୱେ ସେ ତାହା ପ୍ରତି କର୍ଣ୍ଣପାତ ମଧ୍ୟ କରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;

Viz kapitola kopírovat

ଦ୍ଵିତୀୟ ବିବରଣ 21:18

Následuj nás:

Reklamy

Reklamy