ଦ୍ଵିତୀୟ ବିବରଣ 21:20 - ପବିତ୍ର ବାଇବଲ20 ସେମାନେ ନଗରର ପ୍ରାଚୀନବର୍ଗମାନଙ୍କୁ କହନ୍ତୁ, ‘ଆମ୍ଭ ପୁତ୍ର ଅବାଧ୍ୟ ଓ ଆଦେଶ ପାଳନ ପାଇଁ ଅବଜ୍ଞା କରୁଛି। ସେ ଅତ୍ୟଧିକ ଖାଦ୍ୟ ଓ ପ୍ରଚୁର ଦ୍ରାକ୍ଷାରସ ପାନ କରୁଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ଲୋଚ୍ଚା ଓ ମଦୁଆ। Viz kapitolaଓଡିଆ ବାଇବେଲ20 ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।” Viz kapitola |