ଦ୍ଵିତୀୟ ବିବରଣ 21:21 - ପବିତ୍ର ବାଇବଲ21 ତା'ପରେ ନଗରର ବ୍ୟକ୍ତିମାନେ ତାକୁ ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରୁ ମନ୍ଦ ଦୂର କରିବା ଉଚିତ୍। ଇସ୍ରାଏଲର ଲୋକମାନେ ଏହା ଶୁଣି ଭୟଭୀତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ। Viz kapitolaଓଡିଆ ବାଇବେଲ21 ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ। Viz kapitola |