Online Bible

- Reklamy -




ଦ୍ଵିତୀୟ ବିବରଣ 21:23 - ପବିତ୍ର ବାଇବଲ

23 କିନ୍ତୁ ତା'ର ମୃତ ଶରୀରକୁ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନୁହଁ। ତା'ର ମୃତ ଶରୀରକୁ ସେହି ଏକା ଦିନରେ କବର ଦିଆଯିବା ଉଚିତ୍। କାରଣ, କେହି ବ୍ୟକ୍ତି ଗଛରେ ଝୁଲା ହୋଇ ରହିଲେ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଗ୍ରସ୍ତ ହୁଏ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଭୂମି ଦେଇଛନ୍ତି ତୁମ୍ଭେ ତାହାକୁ ଅଶୁଚି କର ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତେବେ ତାହାର ଶବ ରାତ୍ରିଯାକ ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ଵରଙ୍କ ଅଭିଶାପପାତ୍ର। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ ।

Viz kapitola kopírovat

ଓଡିଆ ବାଇବେଲ

23 ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 21:23

Následuj nás:

Reklamy


Reklamy