ଦ୍ଵିତୀୟ ବିବରଣ 21:3 - ପବିତ୍ର ବାଇବଲ3 ସେହି ମୃତ ଲୋକଠାରୁ ଯେଉଁ ନଗର ନିକଟବର୍ତ୍ତୀ ହେବ, ତା'ର ପ୍ରାଚୀନବର୍ଗ ଗୋଠରୁ ଏପରି ବାଛୁରି ନେବେ ଯାହା କେବେ କାମ କରି ନାହିଁ କିଅବା ଯୁଆଳି ଟାଣି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ଵାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ। Viz kapitolaଓଡିଆ ବାଇବେଲ3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ। Viz kapitola |