ଦ୍ଵିତୀୟ ବିବରଣ 21:8 - ପବିତ୍ର ବାଇବଲ8 ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲର ଲୋକମାନଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର। ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ ଦୋଷ ରହିବାକୁ ଦିଅ ନାହିଁ।’ ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ ଦୋଷ କ୍ଷମା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ। ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ; Viz kapitolaଓଡିଆ ବାଇବେଲ8 ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ। ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ; Viz kapitola |