Online Bible

- Reklamy -




ଦ୍ଵିତୀୟ ବିବରଣ 22:14 - ପବିତ୍ର ବାଇବଲ

14 ଯଦି ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତା'ର ଦୁର୍ନାମ କରେ କି, ‘ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ ମାତ୍ର ସହବାସ କାଳରେ ଏହାର କୁମାରୀତ୍ୱ ଲକ୍ଷଣ ପାଇଲୁ ନାହିଁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, ଆମ୍ଭେ ଏହି ସ୍ତ୍ରୀକି ବିବାହ କଲୁ, ମାତ୍ର ସହବାସ କାଳରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

14 ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, ଆମ୍ଭେ ଏହି ସ୍ତ୍ରୀକି ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, “ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;”

Viz kapitola kopírovat




ଦ୍ଵିତୀୟ ବିବରଣ 22:14

Následuj nás:

Reklamy


Reklamy