ଦ୍ଵିତୀୟ ବିବରଣ 22:21 - ପବିତ୍ର ବାଇବଲ21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃ ଗୃହର ଦ୍ୱାର ନିକଟକୁ ଆଣିବେ। ଆଉ ନଗରସ୍ଥ ଲୋକମାନେ ତାକୁ ପଥର ପିଙ୍ଗି ହତ୍ୟା କରିବେ। କାରଣ ପିତୃଗୃହରେ ଯୌନକ୍ରିୟା ଜନିତ ପାପ ବ୍ୟଭିଗ୍ଭର କରିବାରୁ ସେ ଇସ୍ରାଏଲ ମଧ୍ୟରେ ଦୁଷ୍କର୍ମ କଲା। ଏହି ଉପାୟରେ ତୁମ୍ଭେମାନେ ଇସ୍ରାଏଲରୁ ଦୁଷ୍କର୍ମ ଦୂର କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ଵାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaଓଡିଆ ବାଇବେଲ21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitola |