ଦ୍ଵିତୀୟ ବିବରଣ 22:22 - ପବିତ୍ର ବାଇବଲ22 “ଯଦି କୌଣସି ଲୋକ ଅନ୍ୟ ଜଣେ ବିବାହିତ ସ୍ତ୍ରୀ ସହିତ ଶାରୀରୀକ ଯୌନ ସମ୍ପର୍କ ଥିବାର ଦେଖିବାକୁ ତୁମ୍ଭେ ପାଅ। ସେ ଦୁହିଁଙ୍କୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତୁମ୍ଭେମାନେ ଇସ୍ରାଏଲରୁ ଏହି ଦୁଷ୍କର୍ମ ଦୂରକରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯେବେ କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ କାଳରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaଓଡିଆ ବାଇବେଲ22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitola |