ଦ୍ଵିତୀୟ ବିବରଣ 22:25 - ପବିତ୍ର ବାଇବଲ25 “କିନ୍ତୁ ଧରାଯାଉ ଏକ କୁମାରୀ କନ୍ୟା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମୟରେ ଯଦି କୌଣସି ପୁରୁଷ ତାକୁ ଯୌନ ସମ୍ପର୍କ ପାଇଁ ବାଧ୍ୟ କରେ, ତେବେ କେବଳ ସେହି ପୁରୁଷକୁ ହତ୍ୟା କରାଯିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯେବେ କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; Viz kapitolaଓଡିଆ ବାଇବେଲ25 ମାତ୍ର ଯଦି କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯଦି କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; Viz kapitola |