Online Bible

- Reklamy -




ଦ୍ଵିତୀୟ ବିବରଣ 22:26 - ପବିତ୍ର ବାଇବଲ

26 କିନ୍ତୁ ତୁମ୍ଭେମାନେ ସେହି କନ୍ୟା ପ୍ରତି କିଛି କରିବ ନାହିଁ। ସେହି କନ୍ୟାଠାରେ ପ୍ରାଣଦଣ୍ତ ଯୋଗ୍ୟ ପାପ ନାହିଁ। କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧକରେ, ଏହି କଥା ଠିକ୍ ସେହିପରି ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ତଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏକଥା ସେହିପରି।

Viz kapitola kopírovat

ଓଡିଆ ବାଇବେଲ

26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।

Viz kapitola kopírovat




ଦ୍ଵିତୀୟ ବିବରଣ 22:26

Následuj nás:

Reklamy


Reklamy