ଦ୍ଵିତୀୟ ବିବରଣ 22:5 - ପବିତ୍ର ବାଇବଲ5 “ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କେବେବି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେ କେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣାଯୋଗ୍ୟ ଅଟେ। Viz kapitolaଓଡିଆ ବାଇବେଲ5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ। Viz kapitola |