Online Bible

- Reklamy -




ଦ୍ଵିତୀୟ ବିବରଣ 22:6 - ପବିତ୍ର ବାଇବଲ

6 “ପଥ ପାର୍ଶ୍ୱସ୍ଥ କୌଣସି ଗଛରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କିଅବା ଡିମ୍ବ ଥାଏ ଏବଂ ସେହି ଡିମ୍ବ ଉପରେ ବା ପକ୍ଷୀ ଛୁଆ ଉପରେ ଯଦି ମା ପକ୍ଷୀ ବସିଥାଏ, ତେବେ ତୁମ୍ଭେ ପକ୍ଷୀ ସହିତ ଛୁଆକୁ ଆଣିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଯେବେ ପଥପାର୍ଶ୍ଵସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ଵ ଥାଏ, ଆଉ ସେହି ଛୁଆ କି ଡିମ୍ଵ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକି ଧରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

6 ଯେବେ ପଥ ପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 22:6

Následuj nás:

Reklamy


Reklamy