Online Bible

- Reklamy -




ଦ୍ଵିତୀୟ ବିବରଣ 23:13 - ପବିତ୍ର ବାଇବଲ

13 ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ କୋଦାଳ ରଖିବ। ତୁମ୍ଭେ ଏକ ଗର୍ତ୍ତ ଖୋଳିବା ଉଚିତ୍ ଓ ଅନ୍ତନାଡ଼ିରୁ ଯାହା ବାହାରେ ତାକୁ ପୋତି ପକାଇବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ଵାରା ଖୋଳିବ ଓ ନିର୍ଗତ ମଳ ନେଉଟାଇ ପୋତି ପକାଇବ।

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।

Viz kapitola kopírovat




ଦ୍ଵିତୀୟ ବିବରଣ 23:13

Následuj nás:

Reklamy


Reklamy