Online Bible

- Reklamy -




ଦ୍ଵିତୀୟ ବିବରଣ 23:14 - ପବିତ୍ର ବାଇବଲ

14 ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ହସ୍ତରେ ତୁମ୍ଭର ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି। ଏଥିପାଇଁ ତୁମ୍ଭର ଛାଉଣି ସର୍ବଦା ପବିତ୍ର ହେବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।

Viz kapitola kopírovat

ଓଡିଆ ବାଇବେଲ

14 କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 23:14

Následuj nás:

Reklamy


Reklamy