ଦ୍ଵିତୀୟ ବିବରଣ 23:15 - ପବିତ୍ର ବାଇବଲ15 “ଯଦି ଜଣେ ଦାସ ତା'ର ମୁନିବ ନିକଟରୁ ତୁମ୍ଭ ନିକଟକୁ ପଳାଇ ଆସିବ, ତେବେ ତୁମ୍ଭେ ତାକୁ ତା'ର ମୁନିବଙ୍କ ହସ୍ତରେ ସମର୍ପଣ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଉଁ ଦାସ ଆପଣା ସ୍ଵାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ଵାମୀ ହସ୍ତରେ ସମର୍ପଣ କରିବ ନାହିଁ। Viz kapitolaଓଡିଆ ବାଇବେଲ15 ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ। Viz kapitola |