ଦ୍ଵିତୀୟ ବିବରଣ 23:19 - ପବିତ୍ର ବାଇବଲ19 “ତୁମ୍ଭେ ଯେତେବେଳେ ଅନ୍ୟ ଇସ୍ରାଏଲକୁ ଋଣ ଦିଅ, ତା'ର ସୁଧ ମାଗ ନାହିଁ। ତାକୁ ସୁନା, ରୂପା, ଖାଦ୍ୟଦ୍ରବ୍ୟ କିଅବା ଅନ୍ୟ କିଛି ସୁଧ ନିଅ ନାହିଁ। ଯାହା ଜଣେ ବ୍ୟକ୍ତି ଦେଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ। Viz kapitolaଓଡିଆ ବାଇବେଲ19 ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ। Viz kapitola |