Online Bible

- Reklamy -




ଦ୍ଵିତୀୟ ବିବରଣ 23:20 - ପବିତ୍ର ବାଇବଲ

20 ତୁମ୍ଭେମାନେ ବିଦେଶୀମାନଙ୍କଠାରୁ ସୁଧ ଗ୍ରହଣ କରି ପାରିବ। କିନ୍ତୁ ତୁମ୍ଭେମାନେ କୌଣସି ଇସ୍ରାଏଲ ଲୋକଠାରୁ ସୁଧ ନେବା ଉଚିତ୍ ନୁହଁ। ତେଣୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭେ ଯାହା କରୁଛ ପ୍ରତ୍ୟେକର ଆଶୀର୍ବାଦ କରିବେ, ଯାହା ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତୁମ୍ଭେ ଏହି ନିୟମ ଅନୁସରଣ କର, ତେବେ ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ଆଶୀର୍ବାଦର ପାତ୍ର ହେବ। ସଦାପ୍ରଭୁ ତୁମ୍ଭକୁ ସବୁ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବୀଦ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେ ସୁଧ ନିମନ୍ତେ ବିଦେଶୀକି ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ଓଡିଆ ବାଇବେଲ

20 ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 23:20

Následuj nás:

Reklamy


Reklamy