ଦ୍ଵିତୀୟ ବିବରଣ 23:21 - ପବିତ୍ର ବାଇବଲ21 “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନସିକ କଲେ ତାହା ଦେବାକୁ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହେବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ଵ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ। Viz kapitolaଓଡିଆ ବାଇବେଲ21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ। Viz kapitola |