ଦ୍ଵିତୀୟ ବିବରଣ 23:25 - ପବିତ୍ର ବାଇବଲ25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ, ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ଶସ୍ୟ କାଟି ଆଣି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ। Viz kapitolaଓଡିଆ ବାଇବେଲ25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ। Viz kapitola |