ଦ୍ଵିତୀୟ ବିବରଣ 23:7 - ପବିତ୍ର ବାଇବଲ7 “ତୁମ୍ଭେମାନେ ଇଦୋମୀୟ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ। କାରଣ ସେମାନେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭେମାନେ ମିଶରୀୟମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ କାରଣ ତୁମ୍ଭେମାନେ ସେମାନଙ୍କ ଦେଶରେ ବିଦେଶୀପରି ବାସ କରୁଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ। Viz kapitolaଓଡିଆ ବାଇବେଲ7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ। Viz kapitola |