ଦ୍ଵିତୀୟ ବିବରଣ 24:1 - ପବିତ୍ର ବାଇବଲ1 “ଜଣେ ଲୋକ ଏକ ସ୍ତ୍ରୀକୁ ବିବାହ କରି ଗ୍ରହଣ କଲାପରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହାଠାରେ ଅନୁଗ୍ରହ ନ ପାଏ। ତେବେ ସେହି ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବାହାର କରିଦେବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)1 କୌଣସି ପୁରୁଷ କୌଣସି ସ୍ତ୍ରୀକି ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ। Viz kapitolaଓଡିଆ ବାଇବେଲ1 କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ। Viz kapitola |