ଦ୍ଵିତୀୟ ବିବରଣ 24:10 - ପବିତ୍ର ବାଇବଲ10 “ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାରେ ଋଣ ଦେଲେ ତାହାର ବନ୍ଧକ ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। Viz kapitolaଓଡିଆ ବାଇବେଲ10 ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। Viz kapitola |