ଦ୍ଵିତୀୟ ବିବରଣ 24:14 - ପବିତ୍ର ବାଇବଲ14 “ତୁମ୍ଭେ କଦାପି ଦୁଃଖୀ ଓ ଦରିଦ୍ର ଲୋକମାନଙ୍କର ଉପଦ୍ରବ କରିବ ନାହିଁ। ସେ ଇସ୍ରାଏଲୀୟ ହେଉ ବା ବିଦେଶୀୟ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ଵାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବର୍ତ୍ତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। Viz kapitolaଓଡିଆ ବାଇବେଲ14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। Viz kapitola |