ଦ୍ଵିତୀୟ ବିବରଣ 24:15 - ପବିତ୍ର ବାଇବଲ15 ସନ୍ଧ୍ୟା ପୂର୍ବରୁ ତାହାକୁ ତାହାର ବେତନ ଦେବ। କାରଣ ସେ ଦୁଃଖୀ ଲୋକ ତହିଁ ଉପରେ ତାହାର ମନ ଥାଏ। କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତାହାରି ଦିନରେ ତାହାକୁ ତାହାର ବର୍ତ୍ତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀ ଲୋକ, ତହିଁ ଉପରେ ତାହାର ମନ ଥାଏ; କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ। Viz kapitolaଓଡିଆ ବାଇବେଲ15 ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀ ଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ। Viz kapitola |