ଦ୍ଵିତୀୟ ବିବରଣ 24:16 - ପବିତ୍ର ବାଇବଲ16 “ପିଲାମାନଙ୍କର ପାପ ପାଇଁ ତାଙ୍କର ପିତାମାତାଙ୍କୁ ଦଣ୍ତ ଦେବ ନାହିଁ। କିମ୍ବା ପିତାମାତାଙ୍କ ପାଇଁ ପୁତ୍ରକୁ ମଧ୍ୟ ଦଣ୍ତ ଦେବ ନାହିଁ। ପ୍ରତ୍ୟେକ ଲୋକ ନିଜର ପାପ ପାଇଁ ଦଣ୍ତ ଭୋଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ତ ଭୋଗ କରିବ। Viz kapitolaଓଡିଆ ବାଇବେଲ16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ। Viz kapitola |