ଦ୍ଵିତୀୟ ବିବରଣ 24:19 - ପବିତ୍ର ବାଇବଲ19 “ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫେରିଯିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେଣ। Viz kapitolaଓଡିଆ ବାଇବେଲ19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitola |