ଦ୍ଵିତୀୟ ବିବରଣ 24:5 - ପବିତ୍ର ବାଇବଲ5 “ଯଦି କୌଣସି ଲୋକ ନୂତନ ଭାବେ ବିବାହିତ ହୋଇଥାଏ ତେବେ ସେ ସୈନ୍ୟଦଳରେ ଯୋଗ ଦେବ ନାହିଁ। କିଅବା ତାଙ୍କୁ କୌଣସି ଦାୟିତ୍ୱ ପୂର୍ଣ୍ଣ କାର୍ଯ୍ୟଭାର ଦିଆଯିବ ନାହିଁ। ଏକ ବର୍ଷ ପାଇଁ ତାକୁ ସ୍ୱାଧୀନଭାବେ ବୁଲି ଖୁସୀ କରିବାକୁ ଦିଆଯିବ ସେ ତା'ର ନୂତନ ସ୍ତ୍ରୀକୁ ଧରି ଗୃହରେ ମନୋରଞ୍ଜନ କରି, ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରେ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ। Viz kapitolaଓଡିଆ ବାଇବେଲ5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ। Viz kapitola |