Online Bible

- Reklamy -




ଦ୍ଵିତୀୟ ବିବରଣ 24:7 - ପବିତ୍ର ବାଇବଲ

7 “ଧରାଯାଉ କୌଣସି ମନୁଷ୍ୟ ଯେବେ ତାଙ୍କର ପଡ଼ୋଶୀକୁ ଅପହରଣ କରେ ଓ ସେ ତାକୁ ଯଦି ଦାସରୂପେ ବ୍ୟବହାର କରେ, ବା ତାହାକୁ ବିକ୍ରୟ କରେ, ତେବେ ସେହି ଅପହରଣକର୍ତ୍ତାକୁ ହତ୍ୟା କରାଯିବା ଉଚିତ୍। ତେଣୁ ତୁମ୍ଭମାନଙ୍କ ମଧ୍ୟରୁ ସେହି ଦୁଷ୍କର୍ମ ଦୂର କରିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକି ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ଓଡିଆ ବାଇବେଲ

7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 24:7

Následuj nás:

Reklamy


Reklamy