ଦ୍ଵିତୀୟ ବିବରଣ 25:1 - ପବିତ୍ର ବାଇବଲ1 “ଯେତେବେଳେ ଦୁଇଜଣଙ୍କ ମଧ୍ୟରେ ମାଡ଼ପିଟ୍ ଲାଗେ, ସେମାନେ ନ୍ୟାୟଳୟକୁ ଯିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ଦ୍ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯେବେ ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକି ଦୋଷୀ କରିବେ। Viz kapitolaଓଡିଆ ବାଇବେଲ1 ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ। Viz kapitola |