Online Bible

- Reklamy -




ଦ୍ଵିତୀୟ ବିବରଣ 25:11 - ପବିତ୍ର ବାଇବଲ

11 “ଦୁଇଜଣଙ୍କ ମଧ୍ୟରେ ଯଦି ବିବାଦ ସୃଷ୍ଟି ହୁଏ। ସେମାନଙ୍କ ମଧ୍ୟରୁ କାହାର ସ୍ତ୍ରୀ ଆସି ଯଦି ତା'ର ସ୍ୱାମୀକୁ ସାହାଯ୍ୟ କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାର କରି ଗୁପ୍ତାଙ୍ଗକୁ ଧରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁରୁଷମାନେ ପରସ୍ପର ବିରୋଧ କଲେ, ସେମାନଙ୍କ ମଧ୍ୟରୁ କାହାରି ଭାର୍ଯ୍ୟା ଯେବେ ପ୍ରହାରକ ହସ୍ତରୁ ଆପଣା ସ୍ଵାମୀକି ରକ୍ଷା କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାରକର ଗୁପ୍ତାଙ୍ଗ ଧରେ,

Viz kapitola kopírovat

ଓଡିଆ ବାଇବେଲ

11 ପୁରୁଷମାନେ ପରସ୍ପର ବିରୋଧ କଲେ, ସେମାନଙ୍କ ମଧ୍ୟରୁ କାହାରି ଭାର୍ଯ୍ୟା ଯଦି ପ୍ରହାରକ ହସ୍ତରୁ ଆପଣା ସ୍ୱାମୀକୁ ରକ୍ଷା କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାରକର ଗୁପ୍ତାଙ୍ଗ ଧରେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁରୁଷମାନେ ପରସ୍ପର ବିରୋଧ କଲେ, ସେମାନଙ୍କ ମଧ୍ୟରୁ କାହାରି ଭାର୍ଯ୍ୟା ଯଦି ପ୍ରହାରକ ହସ୍ତରୁ ଆପଣା ସ୍ୱାମୀକୁ ରକ୍ଷା କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାରକର ଗୁପ୍ତାଙ୍ଗ ଧରେ,

Viz kapitola kopírovat




ଦ୍ଵିତୀୟ ବିବରଣ 25:11

Následuj nás:

Reklamy


Reklamy