Online Bible

- Reklamy -




ଦ୍ଵିତୀୟ ବିବରଣ 25:18 - ପବିତ୍ର ବାଇବଲ

18 ତୁମ୍ଭେ ଶାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚା‌ଦ୍‌ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କରିଥିଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ। ଏହା ସ୍ମରଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ଶ୍ରା; ଓ କ୍ଳା; ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାଦ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ଵରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।

Viz kapitola kopírovat

ଓଡିଆ ବାଇବେଲ

18 ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।

Viz kapitola kopírovat




ଦ୍ଵିତୀୟ ବିବରଣ 25:18

Následuj nás:

Reklamy


Reklamy