ଦ୍ଵିତୀୟ ବିବରଣ 25:3 - ପବିତ୍ର ବାଇବଲ3 ତୁମ୍ଭେ କାହାରିକୁ ଗ୍ଭଳିଶ୍ ପ୍ରହାରରୁ ଅଧିକ ଦେବ ନାହିଁ। ଯଦି ତୁମ୍ଭେ କାହାକୁ ଗ୍ଭଳିଶ୍ ଥରରୁ ଅଧିକ ପ୍ରହାର କର ତେବେ ଏହା ଜଣାଯିବ ତୁମ୍ଭ ପାଇଁ ତାହାର ଜୀବନ ତୁଚ୍ଛ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁଣ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ। Viz kapitolaଓଡିଆ ବାଇବେଲ3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ। Viz kapitola |