ଦ୍ଵିତୀୟ ବିବରଣ 25:8 - ପବିତ୍ର ବାଇବଲ8 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ। ତହିଁରେ ଯେବେ ସେ ଛିଡ଼ା ହୋଇ କହେ ଯେ, ‘ତାହାକୁ ଗ୍ରହଣ କରିବାକୁ ଆମ୍ଭର ଇଚ୍ଛା ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ ; ତହିଁରେ ଯେବେ ସେ ଛିଡ଼ା ହୋଇ କହେ ଯେ, ତାହାକୁ ଗ୍ରହଣ କରିବାକୁ ଆମ୍ଭର ଇଚ୍ଛା ନାହିଁ; Viz kapitolaଓଡିଆ ବାଇବେଲ8 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, ତାହାକୁ ଗ୍ରହଣ କରିବାକୁ ମୋ’ର ଇଚ୍ଛା ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;” Viz kapitola |