ଦ୍ଵିତୀୟ ବିବରଣ 25:9 - ପବିତ୍ର ବାଇବଲ9 ତେବେ ତାହାର ଭାତୃ ସ୍ତ୍ରୀ ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁହଁରେ ଛେପ ପକାଇବ। ପୁଣି ପ୍ରତ୍ୟୁତ୍ତର କରି କହିବ, ‘ଯେକୌଣସି ଲୋକ ଆପଣା ଭାଇର ଘର ନ ତୋଳେ ତାହା ପ୍ରତି ଏହିରୂପେ କରାଯିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ତାହାର ଭ୍ରାତୃଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେ କେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। Viz kapitolaଓଡିଆ ବାଇବେଲ9 ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। Viz kapitola |