ଦ୍ଵିତୀୟ ବିବରଣ 26:10 - ପବିତ୍ର ବାଇବଲ10 ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’ “ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ। ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବ। Viz kapitolaଓଡିଆ ବାଇବେଲ10 ଏବେ, ହେ ସଦାପ୍ରଭୁ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ। Viz kapitola |